ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 6, 2019

ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ବିଭିନ୍ନ ବେଶର ଫଟୋ ସୋଶାଲ ମିଡିଆରେ ଭାଇରାଲ ହୋଇଛି। ମନ୍ଦିର ଭିତରେ ହେଉଥିବା ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଏବେ ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। ପ୍ରଦୀପ୍ତ ପାତ୍ର ନାମକ ବ୍ୟକ୍ତିଙ୍କ ଫେସବୁକ୍ ଆକାଉଣ୍ଟରୁ ଏହି ଫଟୋ ଭାଇରାଲ ହୋଇଛି।

ସୂଚନାଯୋଗ୍ୟ, ଗତ ୨୮ ତାରିଖରେ  ମଧ୍ୟ ଏପରି ଏକ ଭିଡିଓ ସାମନାକୁ ଆସିଥିଲା।  ପୁରୀ ଶ୍ରୀମନ୍ଦିର ଭିତର ବେଢ଼ାର ଭିଡିଓ  ଟିକ୍‌ଟକ୍‌ରେ  ଭାଇରାଲ୍‌ ହୋଇଥିଲା। ଜଣେ ଯୁବତୀ ଏହି ଭିଡିଓ କରିଥିଲେ।  ସେଥିରେ ବେଢ଼ା ଭିତରେ ଭୋଗ ମଣ୍ଡପ ସମ୍ମୁଖର ଦୃଶ୍ୟ ଓ ଭୋଗ ପାଇଁ ଅବଢ଼ା ବୁହାଯିବା ବେଳର ଦୃଶ୍ୟ କଏଦ ହୋଇଥିଲା।

 



from Odisha Reporter https://ift.tt/2rj7JR3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages