୪ ନଭେମ୍ୱର, ସୋମବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 3, 2019

୪ ନଭେମ୍ୱର, ସୋମବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଅଳସୁଆ ଅନୁଭବ କରିବେ।

ବୃଷ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। ଚାକିରି କ୍ଷେତ୍ରରେ କୌଣସି କଥାକୁ ନେଇ ଅଶାନ୍ତି ଦେଖା ଦେଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗହଣା କିଣିପାରନ୍ତି।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଚାକିରିକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ଖୁସି ଖବର ଶୁଣିପାରନ୍ତି।

ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କୁମ୍ଭ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

ମୀନ: ଜୀବନସାଥିଙ୍କ ସହଯୋଗ ମିଳିବ। ଉତ୍ତମ ଭୋଜନ କରିବେ। ଉପହାର ମିଳିପାରେ।



from Odisha Reporter https://ift.tt/2CaRs2K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages