‘ବୁଲ୍‌ବୁଲ୍‌’ ନେଲା ସାଇକ୍ଲୋନିକ୍ ଷ୍ଟର୍ମର ରୂପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 6, 2019

‘ବୁଲ୍‌ବୁଲ୍‌’ ନେଲା ସାଇକ୍ଲୋନିକ୍ ଷ୍ଟର୍ମର ରୂପ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି । ଏହା ବର୍ତ୍ତମାନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି ।

ସାଇକ୍ଲୋନିକ ଷ୍ଟର୍ମ ‘ବୁଲବୁଲ୍’ ଏବେ ପାରାଦୀପଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବା ପରେ ୩୬ ଘଣ୍ଟା ମଧ୍ୟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ଆଶଙ୍କା ରହିଛି । ବୁଲବୁଲ ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ୯  ଓ ୧୦ ତାରିଖରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।



from Odisha Reporter https://ift.tt/33pWULk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages