‘ବୁଲ୍‌ବୁଲ୍‌’ ପ୍ରଭାବ: ୬ ଜିଲ୍ଲାରେ ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 8, 2019

‘ବୁଲ୍‌ବୁଲ୍‌’ ପ୍ରଭାବ: ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଅଞ୍ଚଳର କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି । ଏହାର ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡ଼ା ଓ ଜଗତସିଂପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।  ଏହି ୪ ଜିଲ୍ଲାକୁ ଅରେଂଜ ଓ୍ୱାର୍ଣ୍ଣି ଜାରି ଦିଆଯାଇଛି ।

ସେହିପରି ମୟୂରଭଂଜ ଓ ଯାଜପୁର ଜିଲ୍ଲା ପାଇଁ ମଧ୍ୟ ଅରେଜଂ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।  ‘ବୁଲ୍‌ବୁଲ୍‌’ ପ୍ରଭାବରେ ଏହି ଦୁଇ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ଆକଳନ କରିଛି ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ ୫୫ରୁ ୬୫ କିଲୋମିଟର ରହିବ । ପବନ ବେଗ ବୃଦ୍ଧି ପାଇ ୯୦ କି.ମି. ରହିବା ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଗଂଜାମ, ପୁରୀ ଓ ଯାଜପୁର ଜିଲ୍ଲାରେ ମଧ୍ୟ ପବନର ବେଗ ୪୦ରୁ ୫୦ କିଲୋମିଟର ରହିପାରେ ।  



from Odisha Reporter https://ift.tt/2WVTfCx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages