ଭାଲୁ ଆକ୍ରମଣରେ ସ୍ୱାମୀ-ସ୍ତ୍ରୀ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 28, 2019

ଭାଲୁ ଆକ୍ରମଣରେ ସ୍ୱାମୀ-ସ୍ତ୍ରୀ ଗୁରୁତର

ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବାଙ୍କୀ ରେଞ୍ଜର ଖରିଆବାହାଲ ଗାଁରେ ଭାଲୁ ଆକ୍ରମଣରେ ସ୍ୱାମୀ,ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ଦୁହିଁଙ୍କୁ ପ୍ରଥମେ ବଣାଇ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ରାଉରକେଲାକୁ ପଠାଯାଇଛି ।

ଖରିଆବାହାଲ ଗାଁର ଜନ୍ ମୁଣ୍ଡ ଓ ସ୍ତ୍ରୀ ନିର୍ମଲ ନିଜ ଜମିକୁ ଯାଉଥିବାବେଳେ ୨ଟି ଭାଲୁ ଉଭୟଙ୍କୁ ଆକ୍ରମଣ କରିଥିଲେ । ଗୋଟିଏ ଭାଲୁ ଜନ୍‌ଙ୍କ ମୁଣ୍ଡକୁ  ଧରି ନେଇଥିବାବେଳେ ଆଉ ଗୋଟିଏ ଭାଲୁ ତାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରୁଥିଲା । ତେବେ ଜନ୍‌ଙ୍କୁ ଉଦ୍ଧାର କରିବାକୁ ଯାଇ ସ୍ତ୍ରୀ ନିର୍ମଲ ମଧ୍ୟ ଭାଲୁ ଆକ୍ରମଣର ଶିକାର ହୋଇଥିଲେ ।



from Odisha Reporter https://ift.tt/34vnVxv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages