ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବିଜେପି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 4, 2019

ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବିଜେପି

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍‌ ହରିଦାସପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବିଜେପି। ଏହି ପରିପ୍ରେକ୍ଷୀରେ ବିଜେପି ମହିଳା ମୋର୍ଚ୍ଚ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିବ ।

ସ୍ମିତାରାଣୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି। ତାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ପାଇଁ ଦଳ ଦାବି କରି ଆସୁଥିବା ବେଳେ ସରକାର ଚୁପ୍ ରହିଥିବା ଅଭିଯୋଗ ଆଣିଛି ବିଜେପି।

ସ୍ମିତାଙ୍କ ସନ୍ଦେହଜନକ ମୃତ୍ୟୁର ସିବିଆଇ ତଦନ୍ତ କରାଯାଉ। ଏହାସହ ତାଙ୍କ ଚରିତ୍ର ଉପରେ ଅଙ୍ଗୁଳି ଉଠାଇଥିବା ଏସ୍‌ପିଙ୍କ ସମେତ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷାଙ୍କୁ ମଧ୍ୟ  ବହିଷ୍କାର କରାଯାଉ। ଏଥିସହ ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟ ସରକାର ଜିରୋ ଟଲରାନ୍ସ ଗ୍ରହଣ କରନ୍ତୁ ବୋଲି ଦଳ ଦାବି କରିଛି। ଅନ୍ୟପକ୍ଷରେ ଜେଲ୍ ଭିତରେ ରାଜକୀୟ ଠାଣିରେ ଅଭିଯୁକ୍ତ ରୂପେଶ ଭଦ୍ର ଚଳୁଥିବା ଦଳ ଅଭିଯୋଗ କରିଛି।



from Odisha Reporter https://ift.tt/2WKv9uw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages