ଶୋଇଥିବା ବେଳେ ଭୁଶୁଡ଼ି ପଡ଼ିଲା ଛପର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 23, 2019

ଶୋଇଥିବା ବେଳେ ଭୁଶୁଡ଼ି ପଡ଼ିଲା ଛପର

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଶୋଇଥିବା ବେଳେ ଛପର ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଆହତ ହୋଇଛନ୍ତି। ଏ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍‌ ଅର୍ନ୍ତଗତ ବାଡ଼ିତୋଳା ଗାଁରେ।

ଆହତଦ୍ୱୟ ହେଲେ ସୁଜାତା ଗୌଡ଼ ଓ ତାଙ୍କ ଝିଅ ଲିଜା ଗୌଡ଼। ସେମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ସେମାନେ ଘରକୁ ଫେରି ଯାଇଛନ୍ତି।

ସୂଚନା ଅନୁଯାୟୀ, ଆଜି ଭୋର୍ ପ୍ରାୟ ୪ଟା ସମୟରେ ସୁଜାତା ଓ ଲିଜା ଘରେ ଶୋଇଥିବା ବେଳେ ଟାଇଲ୍ ଛପର ଭୁଶୁଡି ପଡ଼ିଥିଲା।  ଛପର ଭୁଶୁଡ଼ିବା ପରେ ପରେ ସେମାନେ ବାହାରକୁ ଚାଲି ଆସିଥିଲେ। ସୁଜାତାଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଛି।



from Odisha Reporter https://ift.tt/2OCRdDG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages