ପାଣି ଟାଙ୍କିରେ ଚାଲାଣ ହେଉଥିଲା ଗଞ୍ଜେଇ; ଧରିଲା ପୁଲିସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 17, 2019

ପାଣି ଟାଙ୍କିରେ ଚାଲାଣ ହେଉଥିଲା ଗଞ୍ଜେଇ; ଧରିଲା ପୁଲିସ୍‌

ମାଲକାନଗିରି(ଜିତେନ୍ଦ୍ର ବେଉରା): ଗଞ୍ଜେଇ ଚାଲାଣର ନୂଆ ତରିକା। ପାଣି ଟାଙ୍କିରେ ଗଞ୍ଜେଇ ଚାଲାଣ ବେଳେ ମାଲକାନଗିରି ଜିଲ୍ଲା ମାଥିଲି ଥାନା ପୁଲିସ ଗତକାଲି  ଏହିସବୁ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି।  ମୋଟ ୧୪୪୩ କିଲୋ ଗଞ୍ଜେଇ ଜବତ କରାଯାଇଥିବା ବେଳେ ଏହାର ମୂଲ୍ୟ ଦେଢ଼ କୋଟିରୁ ଅଧିକ ଟଙ୍କା ହେବ ବୋଲି ଜଣାପଡ଼ିଛି। ଏହି ଘଟଣାରେ ପୁଲିସ୍‌ ଦୁଇ ଜଣ ଗଞ୍ଜେଇ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଜବତ ହୋଇଥିବା ଗଞ୍ଜେଇ  ମାଲକାନଗିରିରୁ ଉତ୍ତର ପ୍ରଦେଶ ଯାଉଥିଲା।  ତେବେ ଜିଲ୍ଲାରେ ବର୍ତ୍ତମାନ ସୁଧା ୨୨ ହଜାର କିଲୋ ଗଞ୍ଜେଇ ପୁଲିସ୍‌ ଜବତ କରିଛି।  ଏଥିସହ ୨୦୧ ଜଣଙ୍କ ଗଞ୍ଜେଇ ମାଫିଆକୁ ଗିରଫ କରିଥିବା ବେଳେ ୮୧ ଟି ଯାନବାହନ ଜବତ କରାଯାଇଛି।



from Odisha Reporter https://ift.tt/2CSTO72

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages