ଟ୍ରେନ୍‌ ଧକ୍କାରେ ମା’-ଝିଅ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 22, 2019

ଟ୍ରେନ୍‌ ଧକ୍କାରେ ମା’-ଝିଅ ମୃତ

ଯାଜପୁର(ଓଡ଼ିଶା ରିପୋର୍ଟର):ଟ୍ରେନ୍‌ ଧକ୍କାରେ ମା’-ଝିଅଙ୍କ ମୃତ୍ୟୁ ଘଟିଛି।  ଯାଜପୁର ରୋଡ୍ ଷ୍ଟେସନ୍ ନିକଟ ଅହମ୍ମଦନଗରଠାରେ ଏହି ଦୁଃଖଦ ଘଟଣା ଘଟିଥିବା ଜଣାଯାଇଛି । ଟ୍ରେନ୍ ଲାଇନ୍ ପାର୍ ହେଉଥିବା ବେଳେ ଦୁହିଁଙ୍କୁ ହାଓ୍ୱଡା-ପୁରୀ ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ଦେଇଥିଲା।

ମୃତକଙ୍କ ଘର କୋରେଇ ଥାନା ଅନ୍ତର୍ଗତ ଚାନ୍ଦମା ଗାଁରେ ବୋଲି ଜଣାପଡ଼ିଛି। ସେମାନଙ୍କ ନାଁ ଜଣାପଡ଼ି ନାହିଁ।



from Odisha Reporter https://ift.tt/2D5IPan

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages