ଘନ କୁହୁଡ଼ିର ଚାଦର ତଳେ ଦୈତ୍ୟନଗରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 24, 2019

ଘନ କୁହୁଡ଼ିର ଚାଦର ତଳେ ଦୈତ୍ୟନଗରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ଦୁଇ ଦିନ ହେଲା କଟକ ଓ ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ଗତକାଲି ଦୁଇ ସହର ଘନ କୁହୁଡ଼ିର ଚାଦର ତଳେ ଢାଙ୍କି ହୋଇଥିବାବେଳେ ଆଜି ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ଭୁବନେଶ୍ୱରର ପଟିଆ- ନନ୍ଦନକାନନ ରୋଡ଼, ରସୁଲଗଡ଼-ବରମୁଣ୍ଡା ୧୬ ନମ୍ବର ଜାତୀୟ ରାଜପଥ ଉପରେ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

କୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା କମି ଆସିଛି। ଫଳରେ ରାସ୍ତାରେ ଗାଡ଼ି ଚଳାଇବା କଷ୍ଟକର ହୋଇପଡ଼ୁଛି।



from Odisha Reporter https://ift.tt/2riSJ5V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages