ଟ୍ରେନ ଲାଇନ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 19, 2019

ଟ୍ରେନ ଲାଇନ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ ): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଦା ନିକଟସ୍ଥ ଟ୍ରେନ ଲାଇନରୁ ଗତ ରାତିରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀଙ୍କ ଘର ଇଟାମାଟି ଥାନା ପୁରୁଷୋତ୍ତମପୁର ଗାଁରେ ।

ପୁଲିସ୍‌ ସୂଚନା ଅନୁଯାୟୀ, ଯୁବତୀଜଣକ ଗତକାଲି ସନ୍ଧ୍ୟାରେ ଘରୁ କିଛି ନ କହି ପଳାଇ ଯାଇଥିଲେ। ପ୍ରାୟ ୨ କି.ମି ଚାଲି ଚାଲି ଯିବା ପରେ ଯୁବତୀଜଣକ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ଯୁବତୀଜଣକ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଛି  ସେ ଦିଗରେ ପୁଲିସ୍‌ ତଦନ୍ତ ଜାରି ରଖିଛି। ଝିଅ ମୃତ୍ୟୁ ଖବର ପାଇ ପରିବାର ଲୋକେ ଥାନାରେ ପହଞ୍ଚି ମୃତଦେହ ଚିହ୍ନଟ କରିଛନ୍ତି।

 



from Odisha Reporter https://ift.tt/2Ou2FRN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages