ଆଜିଠୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 22, 2019

ଆଜିଠୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଇ-ଲାଇବ୍ରେରୀର ଉଦ୍‌ଘାଟନ ଓ ରୁଷା ଭବନର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ୫ ଦିନ ଧରି ଚାଲିବ ଏହି ପ୍ଲାଟିନମ ଜୁବୁଲୀ ଉତ୍ସବ ।

ଉଦଘାଟନୀ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ, ଓଡ଼ିଶା ସ୍କିଲ୍ ଡେଭଲପମେଣ୍ଟ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ, କୁଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ପୁରାତନ ଛାତ୍ର ଓ ବର୍ତ୍ତମାନ ଛାତ୍ରଛାତ୍ରୀ  ଯୋଗଦେଇଛନ୍ତି ।



from Odisha Reporter https://ift.tt/2D7Xe5P

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages