ଜାଭଡେକରଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 11, 2019

ଜାଭଡେକରଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଶିବସେନା ସାଂସଦ ଅରବିନ୍ଦ ସାଓ୍ୱନ୍ତଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁପାରିଶ କ୍ରମେ ରାଷ୍ଟ୍ରପତି ଇସ୍ତଫା ପତ୍ର ଗ୍ରହଣ କରିଥିବା ରାଷ୍ଟ୍ରପତି ଭବନର ଜଣେ ମୁଖପାତ୍ର ଏହା କହିଛନ୍ତି।

ଏହାପରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରମେ କେନ୍ଦ୍ର ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଭାରୀ ଶିଳ୍ପ ଓ ସାଧାରଣ ଉଦ୍ୟୋଗ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ରାଷ୍ଟ୍ରପତି।

ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଶିବସେନା ଓ ବିଜେପି ମଧ୍ୟରେ ବିବାଦ ଚାଲିଛି। ଏହାପରେ ଗତକାଲି ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସାମିଲ୍ ଥିବା ଶିବସେନାର ଏକମାତ୍ର ସାଂସଦ ଅରବିନ୍ଦ ସାଓ୍ୱନ୍ତ ଭାରୀ ଶିଳ୍ପ ଓ ସାଧାରଣ ଉଦ୍ୟୋଗ ବିଭାଗରୁ ଗତକାଲି ଇସ୍ତଫା ଦେଇଥିଲେ।



from Odisha Reporter https://ift.tt/2O50Kmu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages