୩୦ ନଭେମ୍ୱର, ଶନିବାର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 29, 2019

୩୦ ନଭେମ୍ୱର, ଶନିବାର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ:  ବାଦ-ବିବାଦରେ ପଡ଼ିପାରନ୍ତି। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ମନ ଭଲ ରହିବ ନାହିଁ।

ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂଆ ବନ୍ଧୁ ମିଳିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଆୟ ଅନୁସାରେ ବ୍ୟୟ ବଢ଼ିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ:  କୌଣସି ଶୁଭ ଖବର ଶୁଣିପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ।

କନ୍ୟା: ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ। କାହା ସହିତ ଝଗଡ଼ା ହୋଇପାରେ।

ତୁଳା:  ଆର୍ଥିକ ସ୍ଥିତି ଭଲ ରହିବ। ପଦୋନ୍ନତିର ଯୋଗ ରହିଛି। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ସନ୍ତାନଙ୍କ ସହ ମତଭେଦ ହୋଇପାରେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ।

ଧନୁ: ଆଜି ଟିକେ ସତର୍କ ରୁହନ୍ତୁ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

ମୀନ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣି ପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।



from Odisha Reporter https://ift.tt/35OnYVj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages