ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ ହେବ। ଡିସେମ୍ବର ୧୯ ତାରିଖ ଯାଏ ଶୀତ ଅଧିବେଶନ ଚାଲିବ।
ଶୀତ ଅଧିବେଶନରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିବ। ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏଥିସହ ଗୃହକୁ ସୁରୁଖୁରୁରେ ଚଳାଇବାକୁ ବିରୋଧୀଙ୍କ ସହଯୋଗ ମଧ୍ୟ ଲୋଡ଼ିଛନ୍ତି ମନ୍ତ୍ରୀ ଆରୁଖ।
from Odisha Reporter https://ift.tt/2K9Leou
No comments:
Post a Comment