ଆର୍ଥିକ ଅନିୟମିତତା ଅଭିଯୋଗରେ ପିଇଓ ନିଲମ୍ବିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 4, 2019

ଆର୍ଥିକ ଅନିୟମିତତା ଅଭିଯୋଗରେ ପିଇଓ ନିଲମ୍ବିତ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆର୍ଥିକ ଅନିୟମିତତା ଅଭିଯୋଗରେ ସାନଖେମୁଣ୍ଡି ବ୍ଲକ ସିଙ୍ଗିପୁର ଓ କାଂସମାରି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଇଶାକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଗଞ୍ଜାମ ଜିଲ୍ଲାପାଳ ଇଶାକଙ୍କୁ ନିଲମ୍ବନ କରିଛନ୍ତି।

ଇଶାକ ସରକାରୀ ପ୍ରକଳ୍ପ ବାବଦକୁ ଆସିଥିବା ଟଙ୍କାରୁ ପ୍ରାୟ ୪ ଲକ୍ଷ ୪୩ ହଜାର ୨୨୮ ଟଙ୍କା ହେରଫେର କରିଥିବା ଅଭିଯୋଗ ହୋଇଥିଲା। ଆର୍ଥିକ ହେରଫେର ସଂପର୍କିତ ସଂପୂର୍ଣ୍ଣ ତଥ୍ୟ ନ ଦେବା ପର୍ଯ୍ୟନ୍ତ ଇଶାକ ନିଲମ୍ବିତ ହୋଇ ରହିବେ ବୋଲି ଜିଲ୍ଲାପାଳ କହିଛନ୍ତି। ନିଲମ୍ବନ ସମୟରେ ଇଶାକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହାଜିରା ପକେଇବେ ବୋଲି  ନିର୍ଦ୍ଦେଶ ରହିଛି।



from Odisha Reporter https://ift.tt/2CdvPyR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages