୧୦ ନଭେମ୍ୱର, ରବିବାର: ଧନପ୍ରାପ୍ତି ଯୋଗ ରହିଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 9, 2019

୧୦ ନଭେମ୍ୱର, ରବିବାର: ଧନପ୍ରାପ୍ତି ଯୋଗ ରହିଛି

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବୃଷ:  ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମାନ-ସମ୍ମାନ ପାଇବେ।

ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା: ନୂତନ ପୋଷାକ କିଣି ପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ଧନୁ:  ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ:  ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।

ମୀନ: ପରିଶ୍ରମ ଅନୁସାରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।



from Odisha Reporter https://ift.tt/33zY5aZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages