ଅନୁଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ଗିରାଙ୍ଗ ନିକଟ ରାସ୍ତା କଡ଼ରୁ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ମୃତଦେହ ନିକଟରେ ଏକ ବାଇକ୍ ପଡ଼ି ରହିଛି। ତେବେ କିଭଳି ଯୁବକଙ୍କ ମୃତ୍ୟୁ ଘଟିଲା ତାହା ସ୍ପଷ୍ଟ ହୋଇ ନାହିଁ।
ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/340G5qC
No comments:
Post a Comment