ଆଜିଠୁ ବ୍ରହ୍ମପୁରରୁ ଗଡ଼ିବନି ଘରୋଇ ବସ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 25, 2019

ଆଜିଠୁ ବ୍ରହ୍ମପୁରରୁ ଗଡ଼ିବନି ଘରୋଇ ବସ୍

ବ୍ରହ୍ମପୁର(ଜଗନ୍ନାଥ ସାହୁ): ଆଜିଠୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡରୁ ରାଜ୍ୟର ଅନ୍ୟ ସ୍ଥାନକୁ ଗଡ଼ିବନି ଘରୋଇ ବସ୍। ହଳଦିଆ ପଦର ବସଷ୍ଟାଣ୍ଡରୁ ବସ୍ ଚଳାଚଳ ନେଇ ଘରୋଇ ବସ୍ ମାଲିକ ସଂଘ ଓ ଗଞ୍ଜାମ ଜିଲ୍ଲା ପ୍ରଶାସନ ମଧ୍ୟରେ ଆଲୋଚନା ବିଫଳ ହେବା ପରେ ସଂଘ ଏହି ନିଷ୍ପତ୍ତି ନେଇଛି।

ନୂଆ ବସ୍‌ଷ୍ଟାଣ୍ଡ ତିଆରି ହେବା ଯାଏ ବସ୍‌ ସେବା ବନ୍ଦ ରଖାଯିବ ବୋଲି ଘରୋଇ ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି। ଆଜିଠୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାମ ଆରମ୍ଭ ହେଉଥିବାରୁ ହଳଦିଆପଦର ବସ୍ ଟର୍ମିନାଲରୁ ବସ୍  ଚଳାଚଳ ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ତେବେ ଘରୋଇ ବସ୍‌ ମାଲିକ ସଂଘ ଏହାକୁ ବିରୋଧ କରୁଛି।

 



from Odisha Reporter https://ift.tt/2pUwy5C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages