ଜମିକୁ ଯାଇଥିଲେ, ମାଡ଼ି ବସିଲା ଭାଲୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 6, 2019

ଜମିକୁ ଯାଇଥିଲେ, ମାଡ଼ି ବସିଲା ଭାଲୁ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଗୋଳାମୁଣ୍ଡା ବ୍ଲକ୍‌ର ଡୁଙ୍ଗରିଗୁଡ଼ା ଗାଁରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ଶଶି ଅଗରୀୟା(୪୫)।

ଆଜି ସକାଳେ ଶଶି ନିଜ ଚାଷ ଜମିକୁ ଯାଇଥିଲେ। ହଠାତ୍ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା।  ତାଙ୍କ ହାତ ସହ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି। ତାଙ୍କୁ ଗାଁ ଲୋକଙ୍କ ସହିତ ପରିବାରର ସଦସ୍ୟମାନେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।



from Odisha Reporter https://ift.tt/34Ha3Q7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages