ଉଠା ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 15, 2019

ଉଠା ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଉଠା ଜଳସେଚନ ସହକାରୀ ଯନ୍ତ୍ରୀ ବୈକୁଣ୍ଠନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି।
ବୈକୁଣ୍ଠଙ୍କ ଭୁବନେଶ୍ୱରସ୍ଥିତ ଭଡ଼ାଘର, ଯାଜପୁରରେ ଥିବା ପୈତୃକ ଘର, ବରଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଓ ବରଗଡ଼ ଗଂଗାଧାର ନଗର ସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ଉ କରାଯାଇଛି।
ଭୁବନେଶ୍ୱର ଡିଭିଜନ ଇନସ୍‌ପେକ୍ଟର ମନୋରଞ୍ଜନ ପାଇକରାୟଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ଟିମ୍‌ ଚଢ଼ଉ କରିଛନ୍ତି। ଚଢ଼ଉ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି।



from Odisha Reporter https://ift.tt/2OfkkwB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages