ବରପାଲି ସିଡିପିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 13, 2019

ବରପାଲି ସିଡିପିଓଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବରଗଡ଼(ଦୀପକ ଶର୍ମା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ଘରେ  ଆଜି  ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରାଯାଇଛି। ସଂଯୁକ୍ତାଙ୍କ ବରଗଡ ସହରସ୍ଥିତ  କାଳୀମନ୍ଦିର ଛକ ପାଖ ବାସଭବନ ଓ ପ୍ରଧାନପାଲିସ୍ଥିତ ବାସଭବନରେ ଏକକାଳୀନ ଚଢ଼ଉ ଚାଲିଛି। ବରଗଡ ଭିଜିଲାନ୍ସ ଡିଏସପି ବରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍ ଏହି ଚଢଉରେ ସାମିଲ ହୋଇଛନ୍ତି।

ବରପାଲି ସିଡିପିଓ ସଂଯୁକ୍ତା ଲେଙ୍କା ନିଜ ପ୍ରତିକ୍ରିୟାରେ କହିଛନ୍ତି,“ମୋ ଉପରେ ରାଗ ରଖି ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମୋ ପାଖରେ କିଛି ନାହିଁ। ମୋ ନାଁରେ ୨୦ ଲକ୍ଷ ଟଙ୍କାର ଲୋନ୍‌ ରହିଛି।”



from Odisha Reporter https://ift.tt/2CJemhY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages