‘ବୁଲ୍‌ବୁଲ୍‌’ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 10, 2019

‘ବୁଲ୍‌ବୁଲ୍‌’ କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ବୁଲ୍‌ବୁଲ୍‌’ ଯୋଗୁଁ ୬ଟି ଜିଲ୍ଲାର ପ୍ରାୟ ୧୬ ଲକ୍ଷ ବିଦ୍ୟୁତ୍‌ ଉପଭୋକ୍ତା ପ୍ରଭାବିତ ହୋଇଛନ୍ତି । ସେଥିମଧ୍ୟରୁ ୧୫ ଲକ୍ଷ ଉପଭୋକ୍ତାଙ୍କ ବିଦ୍ୟୁତ୍‌ ସଂଯୋଗ ପୁନଃସ୍ଥାପନ ହୋଇଛି । ବାକି ୧ ଲକ୍ଷ ଉପଭୋକ୍ତାଙ୍କୁ ମଙ୍ଗଳବାର ସଂଧ୍ୟା ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ।

‘ବୁଲ୍‌ବୁଲ୍‌’ ପ୍ରଭାବିତ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର  ମୟୂରଭଂଜ ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ମୁଖ୍ୟ ଶାସନ ସଚିବ ଭିଡିଓ କନଫରେନ୍ସିଂରେ ବାତ୍ୟାଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ । ପ୍ରଭାବିତ ଅଞ୍ଚଳକୁ ଅଧିକ ଟିମ୍‌ ପଠାଯାଇଥିବା ଶକ୍ତି ସଚିବ ବିଷ୍ଣୁପଦ ସେଠୀ କହିଛନ୍ତି । ସେହିପରି ୪୬ଟି ବ୍ଲକ ଓ ୧୨ଟି ସହରାଞ୍ଚଳରେ ରାସ୍ତାଘାଟ ସଫା କରାଯାଇଛି । ପାନୀୟ ଜଳ ଯୋଗାଣ କ୍ଷେତ୍ରରେ କୌଣସି ଅସୁବିଧା ଦେଖା ଦେଇ ନ ଥିବା ଜଣାପଡ଼ିଛି ।



from Odisha Reporter https://ift.tt/2K9LWSv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages