ସ୍ୱରାଷ୍ଟ୍ର ମନ୍ତ୍ରୀ ଡ଼ାକିଲେ ଉଚ୍ଚ ସ୍ତରୀୟ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 8, 2019

ସ୍ୱରାଷ୍ଟ୍ର ମନ୍ତ୍ରୀ ଡ଼ାକିଲେ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ: ଅଯୋଧ୍ୟା ରାୟ ପ୍ରକାଶ ପାଇବାର କିଛି ସମୟ ପୂର୍ବରୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ, ଗୁଇନ୍ଦା ମୁଖ୍ୟ ଅରବିନ୍ଦ କୁମାର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଏହି ବୈଠକରେ ଯୋଗଦେବାର ସୂଚନା ରହିଛି।

ରାୟ ପ୍ରକାଶ ପାଇବା ପୂର୍ବରୁ ଦେଶର ସମସ୍ତ ରାଜ୍ୟକୁ ହାଇ ଆଲର୍ଟ କରିଛନ୍ତି ସରକାର। ରାଜଧାନୀ, ଦିଲ୍ଲୀ, ଉତ୍ତର ପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅଘଟଣ ଆଶଙ୍କାକୁ ନଜରରେ ରଖି ବିଭିନ୍ନ ସ୍ଥାନରେ ଇଣ୍ଟରନେଟ୍ ସେବା ଉପରେ ରୋକ୍ ଲଗାଯାଇଛି। ଦିଲ୍ଲୀ ପୁଲିସ୍ ମଧ୍ୟ ବିଭିନ୍ନ ସ୍ଥାନରେ ପୋଟ୍ରୋଲିଂ କରିବା ସହ ସନ୍ଦିଗ୍ଧ ଲୋକଙ୍କ ଉପରେ ନଜର ରଖିଛି। ସୋଶାଲ ମିଡିଆରେ ଲୋକଙ୍କ ମତ ଉପରେ ମଧ୍ୟ ସରକାର ନଜର ରଖିଛନ୍ତି।



from Odisha Reporter https://ift.tt/34H3iOr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages