୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 17, 2019

୪ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତା ଲାଗି ସେବା ଅନୁଷ୍ଠିତ ହେବ। ଏହା ଅତ୍ୟନ୍ତ ଗୁପ୍ତ ସେବା। ଦଇତାପତିମାନେ ସମୂହ ଭାବେ ଆସି ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି।

ଏଥିପାଇଁ ଆଜି ମହାପ୍ରଭୁଙ୍କ ଦର୍ଶନ ୪ଘଣ୍ଟା ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ତେବେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।



from Odisha Reporter https://ift.tt/2KxhRwh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages