ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ୍ ମ୍ୟାଚ୍: ୫ରୁ ମିଳିବ ଟିକେଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 16, 2019

ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ୍ ମ୍ୟାଚ୍: ୫ରୁ ମିଳିବ ଟିକେଟ

କଟକ(ଓଡ଼ିଶା ରିପୋର୍ଟର): ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୨୨ ତାରିଖରେ ହେବ ଭାରତ-ୱେଷ୍ଟଇଣ୍ଡିଜ୍ ମ୍ୟାଚ୍ । ଏନେଇ ୫ ତାରିଖରୁ ଅନ୍‌ଲାଇନ୍‌ରେ ଟିକେଟ୍ ବିକ୍ରି କରାଯିବ। ୧୯ ତାରିଖରେ ଷ୍ଟାଡିୟମ କାଉଣ୍ଟରରେ ଟିକେଟ ମିଳିବ। ସୁରକ୍ଷା ମିଟିଂ ପରେ ଆଜି ଏନେଇ ସୂଚନା ଦେଇଛନ୍ତି ଓସିଏ ସଂପାଦକ ସଂଜୟ ବେହେରା।

ସେ ଆହୁରି କହିଛନ୍ତି,“ ୩ ବର୍ଷରୁ ଅଧିକ ବୟସର ପିଲାଙ୍କ ପାଇଁ ଟିକେଟ କରାଯିବ। ଷ୍ଟାଡିୟମ ଭିତରକୁ ଦର୍ଶକମାନେ ଖାଦ୍ୟ ପୁଡ଼ିଆ, ପାଣି ବୋତଲ ଓ ହେଲମେଟ୍ ନେଇପାରିବେ ନାହିଁ।” ୧୯ତାରିଖରେ ଉଭୟ ଭାରତ, ୱେଷ୍ଟଇଣ୍ଡିଜ୍ ଖେଳାଳୀ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ଓସିଏ ସଂପାଦକ ସୂଚନା ଦେଇଛନ୍ତି।



from Odisha Reporter https://ift.tt/2CMZr6m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages