କେବେ ହେବ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍, ଜଣାଇଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 13, 2019

କେବେ ହେବ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍, ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):୨୦୨୦ରେ ହେବ ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍  ଭୁବନେଶ୍ୱରରେ ଆୟୋଜିତ ଏଣ୍ଟରପ୍ରାଇଜ୍ ଓଡ଼ିଶା ୨୦୧୯ ଉଦ୍‌ଘାଟନୀ ଉତ୍ସବରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  CII ପକ୍ଷରୁ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୦ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଆୟୋଜିତ ହେବ।

ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍-୨୦୧୮ରୁ ବହୁତ ସଫଳତା ମିଳିଛି।  ପ୍ରାୟ ୪ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରପୋଜାଲ ଆସିଥିଲା ୯୧ଟି ପ୍ରପୋଜାଲକୁ ମଂଜୁରୀ ମିଳିଛି। ସେସବୁର କାମ ଜାରି ରହିଛି।  ଆପଣମାନଙ୍କୁ ପରବର୍ତ୍ତୀ କନକ୍ଲେଭ୍‌ରେ ସାମିଲ୍ ହେବାକୁ ଆହ୍ୱାନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆସନ୍ତା ବର୍ଷରେ ଏହା ତୃତୀୟ ସଂସ୍କରଣ ହେବ।



from Odisha Reporter https://ift.tt/34Zymcf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages