କାଲି ଝଗଡ଼ା କରି ଘରୁ ପଳାଇଥିଲେ; ଆଜି ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 1, 2019

କାଲି ଝଗଡ଼ା କରି ଘରୁ ପଳାଇଥିଲେ; ଆଜି ମିଳିଲା ମୃତଦେହ

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ୱଲପୁର ସଦର ଥାନା ଅନ୍ତର୍ଗତ ସିନ୍ଦୁରପଙ୍କ ଛକରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସଂଜୟ ମହାନ୍ତି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ସଞ୍ଜୟ ଘର ଲୋକଙ୍କ ସହ ଝଗଡ଼ା କରି କୁଆଡ଼େ ପଳାଇ ଯାଇଥିଲେ। ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ, ହେଲେ ପାଇନଥିଲେ। ଆଜି ସକାଳେ ସିନ୍ଦୁରପଙ୍କ ଛକରେ ଥିବା ଏକ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2C8hRhy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages