୨ ମିନି ବସ୍‌ ମୁହାଁମୁହିଁ ଧକ୍କା; ୧୧ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 22, 2019

୨ ମିନି ବସ୍‌ ମୁହାଁମୁହିଁ ଧକ୍କା; ୧୧ ମୃତ

ରାଜସ୍ଥାନ: ରାଜସ୍ଥାନର ନାଗଉର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଦୁଇଟି ମିନିବସ୍ ମୁହାଁମୁହିଁ ଧକ୍କା ହେବାରୁ ଏପରି ଦୁର୍ଘଟଣା ଘଟିଥିବା ଜଣାଯାଇଛି।

ଗତକାଲି ବିଳମ୍ବିତ ରାତିରେ କଚମାନ ସହରରେ ଦ୍ରୁତ ଗତିରେ ଯାଉଥିବା ମିନିବସ୍‌ ଦୁଇଟି ନିୟନ୍ତ୍ରଣ ହରାଇ ପରସ୍ପରକୁ ଧକ୍କା ଦେଇଥିଲେ । ଏହା ପରେ  ଭାରସାମ୍ୟ ହରାଇ ଗୋଟିଏ ମିନି ବସ୍ ଏକ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ୧୧ଜଣଙ୍କ ମୃତ୍ୟୁ ହୋଇଛି । ବହୁ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଲୋକେ  ଓ ଅଗ୍ନିଶମ୍‌ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି।



from Odisha Reporter https://ift.tt/2D5Gaxg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages