ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ବିମାନ ଚଳାଚଳ କରିବ। ଏୟାର ଇଣ୍ଡିଆ ଏହି ବିମାନ ସେବା ଯୋଗାଇବ। ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ବିମାନ ଛାଡ଼ିବ। ସେହିପରି ସୁରଟରୁ ଶୁକ୍ରବାର ଓ ରବିବାର ବିମାନ ଛାଡ଼ିବ। ବେଙ୍ଗଲୁରୁ-ଭୁବନେଶ୍ୱର-ସୁରଟ ମଧ୍ୟରେ ଏହି ବିମାନ ଚଳାଚଳ କରିବ।
ଏହି ନିଷ୍ପତ୍ତି ପରେ ଏୟାର ଇଣ୍ଡିଆ CMDଙ୍କୁ ଟ୍ୱିଟ୍ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଧନ୍ୟବାଦ ଜଣାଇଛନ୍ତି।
from Odisha Reporter https://ift.tt/2Dbwy4i
No comments:
Post a Comment