ନିଟ୍‌ ଓ ଇମ୍ଫା ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 18, 2019

ନିଟ୍‌ ଓ ଇମ୍ଫା ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଉରକେଲାସ୍ଥିତ NIT ଏବଂ ଇଣ୍ଡିଆନ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜ (IMFA) ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷର ହୋଇଛି। ଚଳିତ ବର୍ଷଠାରୁ ମେଟାଲର୍ଜି ଏବଂ ମଟେରିଆଲ ଇଂଜିନିୟରିଂ ପାଠ୍ୟକ୍ରମର ଟପ୍ପରଙ୍କୁ ଗୋଲ୍ଡ ମେଡାଲ ପ୍ରଦାନ କରାଯିବ। ଇମ୍ଫା ପ୍ରତିଷ୍ଠାତା ଡକ୍ଟର ବଂଶୀଧର ପଣ୍ଡାଙ୍କ ସ୍ମୃତିରେ ଏହି ଗୋଲ୍ଡ ମେଡାଲ ଦିଆଯିବ।

ଇମ୍ଫା ଭାଇସ୍‌ ପ୍ରେସିଡେଣ୍ଟ ଅଶୋକ ବେହେରା ଏବଂ ଏନ୍ଆଇଟି ରେଜିଷ୍ଟ୍ରାର ପ୍ରଦୀପ କୁମାର ଦାସଙ୍କ ମଧ୍ୟରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି। ଏହି ଅବସରରେ ଏନ୍ଆଇଟି ନିର୍ଦ୍ଦେଶକ ପ୍ରଫେସର ଅନିବେଶ ବିଶ୍ୱାସ ମଧ୍ୟ ଉପସ୍ଥିତ ଥିଲେ।



from Odisha Reporter https://ift.tt/35p3EK7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages