ଭିଜିଲାନ୍ସ ପଞ୍ଝାରେ BDA ଅଧିକାରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 17, 2019

ଭିଜିଲାନ୍ସ ପଞ୍ଝାରେ BDA ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି BDA ଅଧିକାରୀ । ବିଡିଏ ସେକ୍ସନ୍ ଅଫିସର ବିଭୂତି ଭୂଷଣ ରାୟଙ୍କ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।

ଭୁବନେଶ୍ୱରର ଝାରପଡା, ଜିଜିପି କଲୋନୀସ୍ଥିତ ଘର ସମେତ ଅଫିସ୍‌ରେ ଭିଜିଲାନ୍ସ ଟିମ୍‌ ଚଢ଼ଉ କରୁଛି । ଏମିତିକି ଜଗତସିଂହପୁରସ୍ଥିତ ବିଭୂତିଙ୍କ ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ର ଚଢ଼ଉ ଜାରି ରହିଥିବା ସୂଚନା ମିଳିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ ଜାରି ରଖିଛି ଭିଜିଲାନ୍ସ ।



from Odisha Reporter https://ift.tt/34wcODu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages