ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 26, 2019

ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର

ବାଲିଗୁଡା( ଅଜିତ ନାୟକ): ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର । କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ରେଞ୍ଜ ଅଧୀନରେ କାର୍ଯ୍ୟରତ ଫରେଷ୍ଟର କୈଳାଶ ଚନ୍ଦ୍ର ସାହୁଙ୍କ ବାଲିଗୁଡା ବଜାର ସାହିସ୍ଥିତ ବାସଭବନରେ ଫୁଲବାଣୀ ଭିଜିଲାନ୍ସ ଅଧିକାରୀ ଆଜି ଭୋର ସମୟରୁ ଚଢ଼ାଉ ଜାରି ରଖିଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ଉ ଜାରି ରହିଛି ।

ବାଲିଗୁଡା ସମେତ ବ୍ରହ୍ମପୁର, ପୁରୀ, ଭୁବନେଶ୍ୱର ଓ ଭବାନୀପାଟଣା ଆଦି ଏକାଧିକ ସ୍ଥାନରେ ଥିବା କୈଳାଶଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହେଉଥିବା ସୂଚନା ମିଳିଛି । ଭିଜିଲାନ୍ସ ଅଧିକାରୀ ବାଲିଗୁଡା ବାସଭବନରେ ରହି ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛନ୍ତି। ଚଢ଼ଉ ଶେଷ ହୋଇ ନ ଥିବା ବେଳେ କେତେ ପରିମାଣର ସମ୍ପତି ଜବତ ହୋଇଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।



from Odisha Reporter https://ift.tt/2tUMo1L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages