ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଆଜି ପୁଣିଥରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ଟୁଇଟ୍ କରି ସେ କହିଛନ୍ତି, ଆରଏସଏସର ପ୍ରଧାନମନ୍ତ୍ରୀ ଭାରତ ମାତାକୁ ମିଛ କହୁଛନ୍ତି।
RSS का प्रधानमंत्री भारत माता से झूठ बोलता हैं ।#JhootJhootJhoot pic.twitter.com/XLne46INzH
— Rahul Gandhi (@RahulGandhi) December 26, 2019
ନିକଟରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଦେଶର କୌଣସି ସ୍ଥାନରେ ଡିଟେନସନ ସେଣ୍ଟର ତିଆରି ହେଉ ନାହିଁ। ଅର୍ବାନ ନକ୍ସଲମାନେ ସିଏଏକୁ ନେଇ ଗୁଜବ ଖବର ପ୍ରଚାର କରୁଛନ୍ତି। ଏଥିସହ ମୁସଲିମଙ୍କୁ ଡିଟେନସେନ ସେଣ୍ଟରକୁ ପଠାଯିବ ବୋଲି କହୁଛନ୍ତି। ମୋଦିଙ୍କର ଏହି ମନ୍ତବ୍ୟର ଭିଡିଓ କ୍ଲିପକୁ ପୋଷ୍ଟ କରି ରାହୁଲ ଗାନ୍ଧି କହିଛନ୍ତି ଆରଏସଏସର ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ମିଛ କହୁଛନ୍ତି।
from Odisha Reporter https://ift.tt/2MuhKCV
No comments:
Post a Comment