କାର୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 1, 2019

କାର୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଗୁଡ଼ପଡ଼ା ଛକରେ କାର୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଲଳିତ ବାଦୀ। ତାଙ୍କ ଘର ବାଦିକଟା ଗାଁରେ ବୋଲି ଜଣାପଡ଼ିଛି।

ଲଳିତ ଆଜି କୌଣସି କାମରେ ସାଇକେଲ୍ ଯୋଗେ ଯାଉଥିବା ବେଳେ କାର୍‌ଟି ତାଙ୍କୁ ଧକ୍କା ଦେଇଥିଲା। ଦମକଳ ବାହିନୀ ତାଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ବାଉଁଶୁଣୀ ପୁଲିସ୍ ଦୁର୍ଘଟଣା ଘଟାଇଥିବା କାର୍‌କୁ ଅଟକ ରଖି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2P2qMrc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages