ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତିଙ୍କର ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 7, 2019

ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତିଙ୍କର ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କର ପରଲୋକ ହୋଇଯାଇଛି। ୯୨ ବର୍ଷରେ ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ କେନ୍ଦ୍ରାପଡ଼ା ବିଧାନସଭା ମଣ୍ଡଳୀରୁ ୩ ଥର ନିର୍ବାଚିତ ହୋଇଥିଲେ। ପଞ୍ଚମ ବିଧାନସଭାକୁ ସେ ପ୍ରଥମେ ପ୍ରଜା ସୋସିଆଲିଷ୍ଟ୍ ପାର୍ଟି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ। ଏହା ପରେ କଂଗ୍ରେସ ଟିକେଟ୍‌ରେ ନବମ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତା’ପରେ ଏକାଦଶ ବିଧାନସଭାକୁ ଭାରତୀୟ ଜାତୀୟ କଂଗ୍ରେସ ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ।



from Odisha Reporter https://ift.tt/354nni8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages