ସ୍ୱର୍ଗଦ୍ୱାରରୁ ହଟିଲା ବିଜୁ ସ୍ମୃତି ପୀଠ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 18, 2019

ସ୍ୱର୍ଗଦ୍ୱାରରୁ ହଟିଲା ବିଜୁ ସ୍ମୃତି ପୀଠ

ପୁରୀ( ଓଡ଼ିଶା ରିପୋର୍ଟର): ପୁରୀ ସ୍ୱର୍ଗଦ୍ୱାର ପରିସରରୁ ହଟିଲା ବିଜୁ ସ୍ମୃତି ପୀଠ ।  ସ୍ୱର୍ଗଦ୍ୱାରର ବିକାଶ ପାଇଁ ଗତକାଲି ବିଳମ୍ବିତ ରାତିରେ ପ୍ରଶାସନ ପକ୍ଷରୁ ଏହାକୁ ଉଚ୍ଛେଦ କରାଯାଇଛି । ସେପଟେ ପୁରୀରେ ଶ୍ରୀମନ୍ଦିର ଚୌହଦୀରୁ ୭୫ ମିଟର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଆଜି ବି ଜାରି ରହିଛି ।

ଆଜି ପଶ୍ଚିମ ଦ୍ୱାର ସମ୍ମୁଖ ବିଷ୍ଣୁ ଭବନ ସଂଲଗ୍ନ ଏକ ଘରକୁ ପ୍ରଶାସନ ତରଫରୁ ଭଙ୍ଗାଯାଉଛି । ୨ ପ୍ଲାଟୁନ ପୁଲିସ୍‌ ଉପସ୍ଥିତିରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି । ଗତକାଲି କିଛି ବେସରକାରୀ ଘର ସହ କାଳିଚରଣ ଲଜ୍ ଓ ରାୟ ବାହାଦୁର ଲଜ୍‌କୁ ମଧ୍ୟ ଭଙ୍ଗା ଯାଇଥିଲା  ଏହା ପୂର୍ବରୁ ସାନଛତା ମଠ ସହିତ ନିକଟସ୍ଥ ଏକ ବ୍ୟବସାୟିକ ପ୍ରତିଷ୍ଠାନ ଉଚ୍ଛେଦ କରାଯାଇଥିଲା ।



from Odisha Reporter https://ift.tt/2EA5Q66

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages