ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 22, 2019

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ନୂଆପଡ଼ା(ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅଞ୍ଚଳରେ ଜଣେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ୨ ମାସ ତଳେ ସେହି ଗାଁର ଜଣେ ନାବାଳକ ଏହି ଜଘନ୍ୟକାଣ୍ଡ ଭିଆଇଥିବା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏପରିକି ଘଟଣା ସମ୍ପର୍କରେ କାହାକୁ କହିଲେ ଝିଅର ଭିଡିଓ ଭାଇରାଲ କରିଦେବେ ବୋଲି ପୀଡ଼ିତାର ବାପାଙ୍କୁ  ନାବାଳକ ଅଭିଯୁକ୍ତ ଧମକ ଦେଇଥିଲା ।

ଏନେଇ ଗତକାଲି ପୀଡ଼ିତାଙ୍କ ପରିବାରବର୍ଗ ଜୋଙ୍କ ଥାନାରେ ଅଭିଯୋଗ କରିଛନ୍ତି । ଏହା ପରେ ପୁଲିସ୍‌ ମାମଲା ରୁଜୁ କରି ନାବାଳକକୁ ଜୁଭେନାଇଲ୍ ଜଷ୍ଟିସ ବୋର୍ଡରେ ହାଜର କରାଇଛି ।



from Odisha Reporter https://ift.tt/2sQqTib

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages