ଆସିଷ୍ଟାଣ୍ଟ୍ କମିଶନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 28, 2019

ଆସିଷ୍ଟାଣ୍ଟ୍ କମିଶନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଅବକାରୀ ବିଭାଗର ଜଣେ ଆସିଷ୍ଟାଣ୍ଟ କମିଶନରଙ୍କ ଝୁଲନ୍ତା ମୃତଦେହ ଆଜି ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅର୍ଜୁନ କୁମାର ଧଳ। ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାସଭବନରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସୂଚନା ଅନୁଯାୟୀ, ସେ ପ୍ରାୟ ୬ ମାସ ପରେ ଚାକିରିରୁ ଅବସର ନେଇଥା’ନ୍ତେ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter https://ift.tt/37ehHmk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages