ଆଜିଠୁ ଗୋପାଳପୁର ବେଳାଭୂମି ମହୋତ୍ସବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 23, 2019

ଆଜିଠୁ ଗୋପାଳପୁର ବେଳାଭୂମି ମହୋତ୍ସବ

ବ୍ରହ୍ମପୁର : ଆଜିଠାରୁ ଆରମ୍ଭ ହେଉଛି ଗୋପାଳପୁର ବେଳାଭୂମି ମହୋତ୍ସବ। ଉତ୍ସବ ଲାଗି ପ୍ରସ୍ତୁତି ପ୍ରାୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ମହୋତ୍ସବକୁ ଉଦ୍‌ଘାଟନ କରିବେ ।  ଏହି ମହୋତ୍ସବ ୫ ଦିନ ଧରି ଚାଲିବା ପରେ ୨୮ ତାରିଖରେ ଶେଷ ହେବ।

କଳା ଓ ସଂସ୍କୃତିର ଏହି ମହୋତ୍ସବକୁ ଧୂମଧାମର ସହ ପାଳନ କରିବା ଲାଗି ଜୋରସୋରରେ ପ୍ରସ୍ତୁତି ଚାଲିଛି। ଉଦଘାଟନ ଅବସରରେ ବଲିଉଡ୍ କଣ୍ଠଶିଳ୍ପୀ ସୋନୁ ନିଗମ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଉଦଯାପନୀ ସମାରୋହରେ କଣ୍ଠଶିଳ୍ପୀ ଶାନ୍ ଆସିବା କାର୍ଯ୍ୟକ୍ରମ ରହିଛି।

ଏହାସହ ଓଲିଉଡ୍‌ ଜଗତର ଅନେକ ଅଭିନେତା,ଅଭିନେତ୍ରୀ ଓ କଳାକାର ଯୋଗଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ବେଳାଭୂମି ମହୋତ୍ସବକୁ ନେଇ ଗଂଜାମ ହୋଟେଲ ଆସୋସିଏସନ ପ୍ରସ୍ତୁତ ରହିଛି ।

ସେପଟେ ପ୍ରବଳ ଭିଡକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଓ ପୁଲିସ୍ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।



from Odisha Reporter https://ift.tt/35PYur6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages