ଲଙ୍କା ବେସର ମାଂସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 17, 2019

ଲଙ୍କା ବେସର ମାଂସ

ଆବଶ୍ୟକ ସାମଗ୍ରୀ: ଖାସି ମାଂସ, ସୋରିଷବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଜୀରା ଗୁଣ୍ଡ, ଧନିଆ ଗୁଣ୍ଡ, ଅଦା-ରସୁଣ ବଟା, ଦହି, ଲେମ୍ବୁରସ, ପିଆଜ ବଟା, କଞ୍ଚାଲଙ୍କା, ଗରମ ମସଲା, ଲୁଣ ଓ ସୋରିଷ ତେଲ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଖାସି ମାଂସରେ ସୋରିଷ ବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଜୀରା ଗୁଣ୍ଡ, ଧନିଆ ଗୁଣ୍ଡ, ଅଦା-ରସୁଣ ବଟା, ଦହି, ଲେମ୍ବୁରସ, ପିଆଜ ବଟା, କଞ୍ଚାଲଙ୍କା ଓ ଲୁଣ ପକାଇ ଭଲ ଭାବେ ମ୍ୟାରିନେଟ୍‌ କରନ୍ତୁ। ଏବେ ଏକ କରେଇରେ ସୋରିଷ ତେଲ ଗରମ କରି ସେଥିରେ ମ୍ୟାରିନେଟ୍‌ ମାଂସକୁ ପକାଇ ଭଲ ଭାବେ ଗୋଳାନ୍ତୁ ଓ ଘୋଡ଼ଣୀ ଦେଇଦିଅନ୍ତୁ। ୨୫ ରୁ ୩୦ ମିନିଟ୍‌ ପରେ ଘୋଡ଼ଣୀ ବାହାର କରି ମାଂସରେ ଗରମ ମସଲା ପକାଇ ଗୋଳାଇ ଦିଅନ୍ତୁ। ୩ ରୁ ୪ ମିନିଟ୍‌ ପରେ ପ୍ରସ୍ତୁତ ହୋଇଯିବ ସ୍ୱାଦିଷ୍ଟ ‘ଲଙ୍କା ବେସର ମାଂସ’।



from Odisha Reporter https://ift.tt/2EtGoiv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages