୧୦ ହଜାର ଟଙ୍କା ଲାଞ୍ଚ ନେଇ ଫସିଗଲେ ଆରଆଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 31, 2019

୧୦ ହଜାର ଟଙ୍କା ଲାଞ୍ଚ ନେଇ ଫସିଗଲେ ଆରଆଇ

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୟାଗଡ ଜିଲ୍ଲା ଗଣିଆ ଆଡକଟା ରାଜସ୍ୱ ନିରୀକ୍ଷକ ନମିତା ପ୍ରଧାନ। ଭିଜିଲାନ୍ସ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ଧୁଆମଡ଼ା ଗାଁର ଗୋକୁଳ ସାହୁଙ୍କ ଜମିବାଡିର ଇନ୍‌କ୍ଵାରି ରିପୋର୍ଟ କରାଇ ଦେବାପାଇଁ ନମିତା ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଗୋକୁଳ ନୟାଗଡ ଭିଜିଲାନ୍ସ  ନିକଟରେ ପୂର୍ବରୁ ଅଭିଯୋଗ କରିଥିଲେ। ଗତକାଲି ଆରଆଇ ୧୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ବିଭାଗର ଏକ ଟିମ୍‌ ଚଢଉ କରି ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଥିଲା।



from Odisha Reporter https://ift.tt/2u9LzlN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages