ଅଜଣା ଯୁବତୀଙ୍କ ମୃତଦେହ ଠାବ; ହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 25, 2019

ଅଜଣା ଯୁବତୀଙ୍କ ମୃତଦେହ ଠାବ; ହତ୍ୟା ସନ୍ଦେହ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ମଛାଳ ଛକ ନିକଟ ରାସ୍ତା କଡରେ ଜଣେ ଅଜଣା ଯୁବତୀଙ୍କ ମୃତଦେହ ଠାବ କରାଯାଇଛି। କେହି ଦୁର୍ବୁତ୍ତ ଯୁବତୀଙ୍କୁ ମାରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

ଆଜି ସକାଳେ ଜଣେ ଅଧ୍ୟାପକ ରାସ୍ତା କଡ଼ରେ ମୃତଦେହ ପଡ଼ିଥିବା ଦେଖିଥିଲେ। ଏନେଇ ସେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ତେବେ ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/34ZC3hI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages