ଫେବୃଆରୀ୧୫ରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 17, 2019

ଫେବୃଆରୀ୧୫ରୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଲାଗି ତାରିଖ ଘୋଷଣା ହୋଇଛି । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଫେବୃଆରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ ।

CBSE ଦଶମ ପରୀକ୍ଷା ଫେବୃଆରୀ ୧୫ରେ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହେବ । ସେହିଭଳି CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃୟାରୀ ୧୫ରୁ ମାର୍ଚ୍ଚ ୩୦ରେ ଶେଷ ହେବ । CBSE ୱେବସାଇଟ୍‌ରେ ପରୀକ୍ଷା ସମ୍ପର୍କିତ ସମ୍ପୂର୍ଣ୍ଣ ବିବରଣୀ ଉପଲବ୍ଧ ହୋଇଥିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/38P7Jty

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages