ସାଥି ବନ୍ଦୀର ଫାଶି ଦଣ୍ଡାଦେଶ ଶୁଣି ଆଖି ବୁଜିଲେ ବିଚାରାଧୀନ କଏଦୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 20, 2019

ସାଥି ବନ୍ଦୀର ଫାଶି ଦଣ୍ଡାଦେଶ ଶୁଣି ଆଖି ବୁଜିଲେ ବିଚାରାଧୀନ କଏଦୀ

କେନ୍ଦୁଝର(ପ୍ରଣୟ ପାଣି): ସାଥୀ ବନ୍ଦୀର ମୃତ୍ୟୁ ଦଣ୍ଡାଦେଶ ଶୁଣି ବିଚାରାଧୀନ କଏଦୀର ହୃଦଘାତରେ ମୃତ୍ୟୁ ଘଟିଛି।  ଏହି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜେଲ୍‌ରେ । ମୃତକ ହେଲେ ତୁରୀ ମୁଣ୍ଡା ।

ଏକ ନାବାଳିକା ଦୁଷ୍କର୍ମ ମାମଲାରେ ତୁରୀ ଜେଲ୍‌ରେ  ଥିଲେ । ଆଜ  ସକାଳୁ ହୃତଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗତକାଲି କେନ୍ଦୁଝର ଜେଲ୍‌ରେ ବନ୍ଦୀ ଥିବା ସୁନିଲ ନାଏକକୁ ନାବାଳିକା ଦୁଷ୍କର୍ମ ମାମଲାରେ  ଫାଶି ଦଣ୍ଡାଦେଶ ମିଳିଥିଲା । ସୁନିଲ ଭଳି ତାଙ୍କୁ ବି ଫାଶି ହୋଇଯିବ ବୋଲି ଭାବି ତୁରୀଙ୍କ ମୃତ୍ୟୁ ହୋଇଥିବା ଜେଲ୍‌ କର୍ତ୍ତୃପକ୍ଷ କହିଛନ୍ତି। ଅଧିକ ତଦନ୍ତ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କହିଛନ୍ତି ଜେଲ୍ ଅଧୀକ୍ଷକ। ତୁରୀଙ୍କ ପରିବାର ଲୋକେ  ପହଞ୍ଚି ନ ଥିବାରୁ ସେମାନଙ୍କ  ପ୍ରତିକ୍ରିୟା ମିଳିପାରି ନାହିଁ।



from Odisha Reporter https://ift.tt/2tC1f0U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages