ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 19, 2019

ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ଉ

କୁଚିଣ୍ଡା (ଦେବେନ୍ଦ୍ର ବେହେରା): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଏନ.ଏ.ସିର ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲପୁର, ସୁନ୍ଦରଗଡ଼, ରାଉରକେଲା, ଦେଓଗଡ଼, ବଲାଙ୍ଗିର ଓ ଝାରସୁଗୁଡ଼ାର ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି   ।

ସହକାରୀ ଯନ୍ତ୍ରୀଙ୍କ ଘୋଷାସ୍ଥିତ ବାସଭବନ, କୁଚିଣ୍ଡାସ୍ଥିତ ବାସଭବନ ଓ ଶ୍ୱଶୁର ଘରେ ଯାଞ୍ଚ ଚାଲିଥିବା ଜଣାଯାଇଛି। ସେହିପରି ଏନଏସି କାର୍ଯ୍ୟାଳୟରେ ବି ଚଢ଼ଉ ହେବ ବୋଲି ଜଣାଯାଇଛି।



from Odisha Reporter https://ift.tt/2Zf4pU8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages