ଗାଁ ଦାଣ୍ଡରେ ଖେଳୁଥିଲେ ନାବାଳିକା, ଡାକିନେଲେ ୨ ନାବାଳକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 24, 2019

ଗାଁ ଦାଣ୍ଡରେ ଖେଳୁଥିଲେ ନାବାଳିକା, ଡାକିନେଲେ ୨ ନାବାଳକ

ଦେବଗଡ଼(ଓଡ଼ିଶା ରିପୋର୍ଟର ): ଦେବଗଡ଼ ଜିଲ୍ଲା ରିଆମାଳ ଅଞ୍ଚଳରେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ  ହୋଇଛି । ଜଣେ ୪ ବର୍ଷର ନାବାଳିକାକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଖେଳିବାକୁ ଡାକି ନେଇ ସେମାନେ ଏହି କାଣ୍ଡ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ରିଆମାଳ ପୁଲିସ୍‌ ଏକ ମାମଲା ରୁଜୁ କରିବା ସହିତ ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି । ନାବାଳିକାକୁ ଡାକ୍ତରୀ ମାଇନା ପାଇଁ ରାତିରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ପୁଲିସ୍‌ ଘଟଣାର ତଦନ୍ତ କରୁଛି ।



from Odisha Reporter https://ift.tt/2Qif78g

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages