୭ ବଖରା ପୋଡ଼ି ପାଉଁଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 3, 2019

୭ ବଖରା ପୋଡ଼ି ପାଉଁଶ

ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ଘଡ଼ିଆମାଳ ଗାଁରେ ଗତକାଲି ଵିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।  ଗାଁର ପର୍ଶୁରାମ ସାହୁଙ୍କ ଘରେ ନିଆଁ ଲାଗିବାରୁ ତାଙ୍କ ୭ ବଖରା ପୋଡ଼ି ପାଉଁଶ ହୋଇ ଯାଇଛି। ଏହି ଅଗ୍ନିକାଣ୍ଡରେ ତାଙ୍କର ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

ଖବର ପାଇ ରାଜନଗରରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।



from Odisha Reporter https://ift.tt/37XKFZ7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages