ଆଜିଠୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 1, 2019

ଆଜିଠୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ

କୋରାପୁଟ(ସୂର୍ଯ୍ୟ ପଣ୍ଡା): ଆଜିଠାରୁ ନକ୍ସଲଙ୍କ ପିଏଲ୍‌ଜିଏ ସପ୍ତାହ ଆରମ୍ଭ ହେଉଛି। ଏହା ୮  ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ ପାଳନ କରାଯିବ। ପିଏଲଜିଏ ସପ୍ତାହକୁ ଦୃଷ୍ଟିରେ ରଖି ନକ୍ସଲ ପ୍ରବଣ କୋରାପୁଟ ଜିଲ୍ଲାର ନାରାୟଣପାଟଣା, ବନ୍ଧୁଗାଁ,ପଟାଙ୍ଗି ନନ୍ଦପୁର ଓ ପଡ଼ୁଆ ଓ ଲମତପୁଟ ଭଳି ନକ୍ସଲ ପ୍ରବଣ ଅଞ୍ଚଳରେ ପୁଲିସ୍‌ ଓ ଗୁଇନ୍ଦା ବିଭାଗ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି ।

ଜିଲ୍ଲାର ସମଗ୍ର ପ୍ରବେଶ ପଥରେ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ବିଏସଫ,CRPF, SOG ପରି ସଶସ୍ତ୍ର ବାହିନୀକୁ ସଜାଗ ରଖା ଯାଇଛି । ଏଥିସହ ପିଏଲଜିଏ ସପ୍ତାହକୁ ଆଖି ଆଗରେ ରଖି ନକ୍ସଲ ପ୍ରଭାବିତ ବିଭିନ୍ନ ରୁଟ୍‌ରେ ସରକାରୀ ବସ୍‌ ଚଳାଚଳ ବନ୍ଦ କରାଯାଇଛି ।



from Odisha Reporter https://ift.tt/2DzFctl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages