ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 13, 2019

ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା(ରତ୍ନାକର ପ୍ରଧାନ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଲାଲଗଡ଼ରେ ଉଡ଼ିଲା ତ୍ରିରଙ୍ଗା। ଏହି ଅଞ୍ଚଳରେ ତିରଙ୍ଗା ପତାକା ଉଡେଇବା ପାଇଁ ପ୍ରଶାସନ ଭୟ କରୁଥିଲା। ତେଣୁ ସେଠାରେ ତିରଙ୍ଗା ବଦଳରେ ନକ୍ସଲଙ୍କ କଳା ରଙ୍ଗର ପତାକା ଉଡୁଥିଲା।

ଗତକାଲି ସେହି ଅଞ୍ଚଳରେ ପ୍ରଥମ ଥର ପାଇଁ ମାଲକାନଗିରି ଏସ୍‌ପି ଶ୍ରୀ ହୁଷୀକେଶ ଡି ହିଲାରୀ  ତ୍ରିରଙ୍ଗା  ଉଡ଼ାଇଛନ୍ତି। ହାନ୍ତାଳଗୁଡ଼ା ଠାରେ ବିଏସଏଫ କ୍ୟାମ୍ପର ପ୍ରତିଷ୍ଠା ବେଳେ ତିରଙ୍ଗା ଉଡ଼ାଇ ସେହି ଅଞ୍ଚଳବାସୀଙ୍କୁ ଓ ସୁରକ୍ଷା ବାହିନୀକୁ ସମ୍ୱୋଧିତ କରାଯାଇଥିଲା।



from Odisha Reporter https://ift.tt/34jrmpV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages